Envíos en un día, libros seleccionados  Ver más

menú

0
  • argentina
  • chile
  • colombia
  • españa
  • méxico
  • perú
  • estados unidos
  • internacional
portada Anya Ananya
Formato
Libro Físico
Idioma
Oriya
N° páginas
154
Encuadernación
Tapa Blanda
Dimensiones
21.6 x 14.0 x 0.9 cm
Peso
0.20 kg.
ISBN13
9781645603306

Anya Ananya

Lakshman Kumar Sahoo (Autor) · Black Eagle Books · Tapa Blanda

Anya Ananya - Sahoo, Lakshman Kumar

Sin Stock

Reseña del libro "Anya Ananya"

କବିତା ତ କେତେ କଥା କହେ । କୁହାଯାଏ, କବିତା ଗୋଟିଏ ବିଶାଳ କାନଭାସ୍ । ଅଳ୍ପରେ ଅନେକ କଥା କହିପାରେ କବିତା । କବିତା କଥା ସତରେ ନିଆରା । ଜୀବନ ଓ ଜଗତକୁ ନେଇ ମୋର ଅନୁଭବକୁ କବିତାରେ କବିତାରେ କହିବାର ପ୍ରୟାସ କରିଛି । କବିତା ମତେ ମୁଗ୍ଧ କରେ, ମୋହିତ କରେ । କବିତା ମତେ ସ୍ୱପ୍ନାବିଷ୍ଟ କରେ । ସ୍ୱପ୍ନରୁ ସତ୍ୟ, ସତ୍ୟରୁ ସ୍ୱପ୍ନ ଏମିତି ଘୂରିବୁଲେ ମୋ'ର କବିତାମାନ । କେତେବେଳେ ଫୁଲ, କେତେବେଳେ ଫଗୁଣ, କେତେବେଳେ ସାଙ୍ଗସାଥୀ ତ କେତେବେଳେ ପାହାନ୍ତା ରାତି କେତେକଥା, କେତେବ୍ୟଥା - ଏସବୁକୁ ନେଇ କବିତା । କବିତାରେ କାହାକୁ ଥାଏ ଅପେକ୍ଷା ପୁଣି ତହିଁରେ ଥାଏ କାହାର ସ୍ୱପ୍ନାବିଳ ସତ୍ତା । କବିତାକୁ ଭଲପାଉଥିବା କବିଟିଏ ମୁଁ । ବିବିଧତା ମୋ କବିତାର ମୂଳ କଥା । କିଛି ପରିବର୍ତ୍ତନ, କିଛି ନୂତନତା, କିଛି ଅମଡ଼ାବାଟକୁ ଚଲାପଥ କରିବାର କଥାକୁ ନେଇ ମୋ କବିତା । \"ଚଢ଼େଇ'ରୁ ଆରମ୍ଭ ହୋଇ \"ସାଙ୍ଗ'ରେ ସାରିଥିବା ଏ କବିତା ସଂକଳନରେ ସମୟ, ରାସ୍ତା, ଜୀବନ, ଯନ୍ତ୍ରଣା, ପ୍ରେମ, ବିଶ୍ୱାସ ଆଦି ବିବିଧ ବିଷୟକୁ କବିତାରେ କହିବାର ପ୍ରୟାସ କରିଛି । ଏହି କଥା କହିବାବେଳେ ମନେପଡ଼ିଯାଇଛି - ଗାଁ ନଈତୁଠ କଥା, ଚିଠିର ବାସ୍ନା, ସ୍ୱପ୍ନର ମାଦକତା, ସଞ୍ଜବେଳ, ଅଦିନ ବର୍ଷା, ପିଲାଦିନ ଏମିତି କେତେକେତେ କଥା ମତେ ବିଭୋର କରିଛି । କର୍ମଜଞ୍ଜାଳରୁ ସମୟ ପାଇଲେ ମୁଁ କବି ହେଇଯାଏ । ଭୁଲିଯାଏ ଆଉ ସବୁ ଯେତେଅଛି ଜଞ୍ଜାଳ ଯନ୍ତ୍ରଣା । ମୁଁ, କଲମକୁ ସାଥୀକରି, ନିଜ ଡାଏରୀ ପୃଷ୍ଠ

Opiniones del libro

Ver más opiniones de clientes
  • 0% (0)
  • 0% (0)
  • 0% (0)
  • 0% (0)
  • 0% (0)

Preguntas frecuentes sobre el libro

Todos los libros de nuestro catálogo son Originales.
El libro está escrito en Oriya .
La encuadernación de esta edición es Tapa Blanda.

Preguntas y respuestas sobre el libro

¿Tienes una pregunta sobre el libro? Inicia sesión para poder agregar tu propia pregunta.

Opiniones sobre Buscalibre

Ver más opiniones de clientes