Compartir
Brutta (en Oriya)
Deepak Mishra
(Autor)
·
Black Eagle Books
· Tapa Blanda
Brutta (en Oriya) - Mishra, Deepak
$ 27.61
$ 42.48
Ahorras: $ 14.87
Elige la lista en la que quieres agregar tu producto o crea una nueva lista
✓ Producto agregado correctamente a la lista de deseos.
Ir a Mis Listas
Origen: Estados Unidos
(Costos de importación incluídos en el precio)
Se enviará desde nuestra bodega entre el
Viernes 12 de Julio y el
Martes 23 de Julio.
Lo recibirás en cualquier lugar de Ecuador entre 1 y 3 días hábiles luego del envío.
Reseña del libro "Brutta (en Oriya)"
'ବୃତ୍ତ' କବି ଦୀପକ ମିଶ୍ରଙ୍କର ସପ୍ତମ କବିତା ସଂକଳନ । ବିଗତ ପନ୍ଦର ବର୍ଷ ଧରି କବି ନିରବଚ୍ଛିନ୍ନ ଭାବରେ ଆଧୁନିକ ଓଡ଼ିଆ କବିତା କ୍ଷେତ୍ରରେ ନାନା ପରୀକ୍ଷା ନିରୀକ୍ଷା କରି ଆସିଛନ୍ତି - ତଥାପି ତାଙ୍କର ପରୀକ୍ଷାର ଶେଷ ନାଇଁ । ଜୀବନର ବିରାଟ ବିପୁଳ ବୃତ୍ତର କେନ୍ଦ୍ରବିନ୍ଦୁରେ କବି ଏକ ପାଦ ରଖି ଅନ୍ୟପାଦକୁ ସେହି ବୃତ୍ତର ପରିଧିରେ ଅବସ୍ଥାପିତ କରି ସତତ ଘୂର୍ଣ୍ଣାୟମାନ । ତାଙ୍କର କାବ୍ୟ ପୁରୁଷ ସ୍ଥିର ନୁହେଁ-ଗତିଶୀଳ ଏକ ପୂର୍ଣ୍ଣ ସତ୍ୟ ଲଭ କରିବା ଆଶାରେ । ଏହି ସତ୍ୟ ପାର୍ଥିବ ଜୀବନର ସ୍ଥୂଳ ସତ୍ୟ ନୁହେଁ - ପାର୍ଥିବ ଜୀବନର ପ୍ରେମ ଓ ଯନ୍ତ୍ରଣା, ବ୍ୟଥା ଓ ବିଫଳତା, ନୈରାଶ୍ୟ ଓ ଶୋଚନୀୟତା, ବିଚ୍ଛିନ୍ନତା ଓ ନିଃସଙ୍ଗତା, ପ୍ରାପ୍ତି ଓ ଅପ୍ରାପ୍ତି - ଏହି ଦର୍ପିତ ଅବିଚଳିତ କାବ୍ୟପୁରୁଷକୁ ବେଳେ ବେଳେ ବିଚଳିତ କରିଛି ସତ୍ୟ ମାତ୍ର ଲକ୍ଷ୍ୟଚ୍ୟୁତ କରାଇ ପାରିନାହିଁ - ଏକ ଇନ୍ଦ୍ରିୟୋତ୍ତର ତୈଜସ ସତ୍ୟର ଉଦ୍]ଘାଟନ ପାଇଁ ଏହି କାବ୍ୟ ପୁରୁଷ ଗତି କରିଛି ଦୁର୍ନିବାର ଭାବରେ ।
- 0% (0)
- 0% (0)
- 0% (0)
- 0% (0)
- 0% (0)
Todos los libros de nuestro catálogo son Originales.
El libro está escrito en Oriya .
La encuadernación de esta edición es Tapa Blanda.
✓ Producto agregado correctamente al carro, Ir a Pagar.