Compartir
Rati Pahile Sakala
Bhaskar Parichha
(Autor)
·
Black Eagle Books
· Tapa Blanda
Rati Pahile Sakala - Parichha, Bhaskar
Sin Stock
Te enviaremos un correo cuando el libro vuelva a estar disponible
Reseña del libro "Rati Pahile Sakala"
ବ୍ୟକ୍ତି ଓ ଘଟଣାର ସମାହାର ଏହି ପୁସ୍ତକରେ ସ୍ଥାନିତ ଲେଖାଗୁଡ଼ିକ ବିଭିନ୍ନ ପ୍ରକାରର ଓ ବିଭିନ୍ନ ପ୍ରସଙ୍ଗକୁ ନେଇ। ସଙ୍କଳନରେ ସାମ୍ବାଦିକତା ସମ୍ପର୍କିତ ଲେଖା ଅଛି। ସାହିତ୍ୟ ଲେଖା ଅଛି। ଶ୍ରଦ୍ଧାଞ୍ଜଳି ଅଛି। ଶିଳ୍ପ, ବ୍ୟବସାୟ, ବୈଷୟିକ ବିଜ୍ଞାନ, ତାତ୍କାଳିକ ଘଟଣା, ଶିକ୍ଷା,ସ୍ବାସ୍ଥ୍ୟ, ଆନ୍ତର୍ଜାତିକ ସ୍ଥିତି, ରାଜନୀତି, ପ୍ରଶାସନ ଓ ଗଣତନ୍ତ୍ର ଏସବୁ ବିଷୟ ଉପରେ ପ୍ରକାଶିତ ଆଲୋଚନା ମଧ୍ୟ ରହିଛି। ମୁକ୍ତ ଓ ଇଛାଧୀନ ପଠନ ପାଇଁ ବିଷୟ ଗୁଡ଼ିକର ବିଭାଗୀକରଣ କରାଯାଇ ନାହିଁ,ବରଂ ଇତଃସ୍ତତଃ ଭାବରେ ସେଗୁଡିକୁ ସଜ୍ଜିତ କରାଯାଇଛି।
- 0% (0)
- 0% (0)
- 0% (0)
- 0% (0)
- 0% (0)
Todos los libros de nuestro catálogo son Originales.
El libro está escrito en Oriya .
La encuadernación de esta edición es Tapa Blanda.
✓ Producto agregado correctamente al carro, Ir a Pagar.